ପାରାଦୀପ ବନ୍ଦର ବିକାଶ ପାଇଁ ରାଜ୍ୟ ମନ୍ତ୍ରୀ ସୁରେଶ ପୂଜାରୀ ଓ ସମ୍ପଦ ସ୍ୱାଇଁ ଙ୍କ ସହ ସାକ୍ଷାତ ଓ ଆଲୋଚନା କଲେ ବନ୍ଦରାଧ୍ୟକ୍ଷ ଶ୍ରୀ ପୁରୋହିତ
sumanta swain | 29 Sep 2026 | 2 min read | 39 views
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ପାରାଦୀପ ବନ୍ଦର ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ସୁଶାନ୍ତ କୁମାର ପୁରୋହିତ ମଙ୍ଗଳବାର ଦିନ ଓଡିଶା ସରକାରଙ୍କ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଶିଳ୍ପ,ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଭେଟିଥିଲେ। ବୈଠକରେ ଅଧ୍ୟକ୍ଷ ଶ୍ରୀ ପୁରୋହିତ ତ୍ୱରିତ ଆର୍ଥିକ ପ୍ରଗତି ପାଇଁ ରାଜ୍ୟ ପ୍ରଶାସନ ଏବଂ ପାରାଦୀପ ବନ୍ଦର ପ୍ରାଧିକରଣ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ଉପରେ ଆଲୋଚନା କରିଥିଲେ।
© 2026 News Prime Odisha | Content is protected under the Copyright Act, 1957
Comments (0)
Loading comments...

