ପାରାଦୀପରେ ସପ୍ତାହ ବ୍ୟାପି ଚାଲିଥିବା ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବରେ ଅନୁକୂଳ ପାଗ ହେତୁ ଲକ୍ଷାଧିକ ଜନସମାଗମ ଦେଖିବାକୁ ମିଳିଛି l ବିଭିନ୍ନ ପୂଜା କମିଟି ପକ୍ଷରୁ ଦର୍ଶକ...