ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର : ୩୨ ୟୁନିଟ ରକ୍ତ ସଂଗ୍ରହ

sumanta swain | 25 Oct 2026 | 3 min read | 157 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଅବସରରେ ପାରାଦୀପ ସ୍ଥିତ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ରବିବାର ଦିନ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି l ନୂଆବଜାର କଲୋନୀ ସ୍ଥିତ ଶ୍ରୀ ସତ୍ୟସାଇ ମନ୍ଦିର ପରିସରରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ ସତ୍ୟସାଇ ସେବା ସଂଗଠନ ର ରାଜ୍ୟ ଆବାହକ ଅନ୍ତର୍ଯ୍ୟାମୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦ୍ବିପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ l ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସତ୍ୟସାଇ ପାରାଦୀପ ମଣ୍ଡଳର ଆବାହକ ପ୍ରଶାନ୍ତ ମହାରଣା ଙ୍କ ସମେତ ଅନ୍ୟ ସାଇ ଭକ୍ତ ମାନେ ଉପସ୍ଥିତ ଥିଲେ l ରେଡ଼କ୍ରସ ସୋସାଇଟି ସହଯୋଗ ରେ ଆୟୋଜିତ ଏହି ଶିବିରରୁ ସର୍ବମୋଟ ୩୨ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...