ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପାରଦୀପ ତୈଳ ବିଶୋଧନାଗାରରେ ଲେବୁଲ-୨ ଅନ୍ ସାଇଟ୍ ବିପର୍ଯ୍ୟୟ ପ୍ରଶମନ ଅଭ୍ୟାସ କୌଶଳ

sumanta swain | 23 Oct 2026 | 5 min read | 94 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ଇଣ୍ଡିଆନ୍ଅଏଲ୍ ପାରାଦୀପ ତୈଳ ବିଶୋଧନାଗାରରେ ଅକ୍ଟୋବର ୨୨ ତାରିଖ ଗୁରୁବାର ମଧ୍ୟରାତ୍ରରେ ଏକ ଲେବୁଲ-୨ ଅନ୍ ସାଇଟ୍ ବିପର୍ଯ୍ୟୟ କାଳୀନ ଅଭ୍ୟାସ କୌଶଳ ଆୟୋଜିତ ହୋଇଯାଇଛି l ଯେଉଁଥିରେ ବିଶୋଧନାଗାର ତାହାର ଜରୁରୀକାଳୀନ ପ୍ରତିକ୍ରିୟା ଏବଂ ପ୍ରସ୍ତୁତିର ପ୍ରଭାବ ଯାଞ୍ଚ କରିଥିଲା। ପାରାଦୀପ ବିଶୋଧନାଗାର ର ଅନୁମୋଦିତ ଇମରର୍ଜେନ୍ସି ରେସପନସ୍ ଆଣ୍ଡ୍ ଡିଜାଷ୍ଟର୍ ମ୍ୟାନେଜରମେଣ୍ଟ୍ ପ୍ଲାନ୍ ଅନୁଯାୟୀ ଏହି ଡ୍ରିଲ୍ କାର୍ଯ୍ୟକାରୀ କରାଯାଇଥିଲା । ମ୍ୟୁଚୁଆଲ୍ ଏଡ୍ ସଂସ୍ଥାର ପ୍ରତିନିଧିମାନେ ମଧ୍ୟ ଏହି ଅଭ୍ୟାସରେ ଅଂଶଗ୍ରହଣ କରିଥିଲେ । ଏହି ଅଭ୍ୟାସ କୌଶଳରେ ପାରାଦୀପ ରିଫାଇନରୀର ଡିସିୟୁ ଫ୍ରାକ୍ସନେଟର ରିଫ୍ଲକ୍ସ ପମ୍ପରୁ ସିଲ୍ ଲିକ୍ ହୋଇ ଯଦି ନିଆଁ ଲାଗେ, ତାହାକୁ ସଫଳତାର ସହିତ କିପରି ମୁକାବିଲା କରାଯିବ ସେହି ବିଷୟବସ୍ତୁ ଉପରେ ମକଡ୍ରିଲ୍ ଟି ଆଧାରିତ ଥିଲା । ଏଥିରେ ଜରୁରୀକାଳୀନ ପ୍ରତିକ୍ରିୟା ଏବଂ ବିପର୍ଯ୍ୟୟ ପରିଚାଳନା ଯୋଜନାର ପ୍ରୋଟୋକଲ୍ ଅନୁଯାୟୀ ନିଆଯାଇଥିବା ପ୍ରତିକ୍ରିୟା ଏବଂ ନିୟନ୍ତ୍ରଣ ପଦକ୍ଷେପ ଗୁଡିକ ସଠିକ୍ ଭାବରେ ସମନ୍ଵିତ ହୋଇଥିଲା ଏବଂ ଏହାକୁ ସମସ୍ତ କର୍ତ୍ତୃପକ୍ଷ ପ୍ରଶଂସା କରିଥିଲେ । ଏହି ଡ୍ରିଲ୍ ପରେ ପାରାଦୀପ ରିଫାଇନରୀର କାର୍ଯ୍ୟକାରୀ ନିର୍ଦ୍ଦେଶକ ଏବଂ ରିଫାଇନରୀ ପ୍ରମୁଖ ଶ୍ରୀ କୌଶିକ ବସୁଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ସଭାର ଆୟୋଜନ କରାଯାଇଥିଲା ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...