ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପ୍ରଫୁଲ୍ଲ ପାଠାଗାର ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

sumanta swain | 02 Oct 2026 | 4 min read | 36 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଓଡିଶାଗଡ଼ସ୍ଥିତ ପ୍ରଫୁଲ୍ଲ ପାଠାଗାର ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ଅବସରରେ ଶିକ୍ଷାବିତ ରବିନ୍ଦ୍ରନାଥ ତ୍ରିପାଠୀଙ୍କ ଅଧ୍ୟକ୍ଷ୍ୟତାରେ ଏକ ସଭା ଅନୁଷ୍ଠିତ ହୋଇଯାଉଛି I ସଭାର ପ୍ରାରମ୍ଭରେ ଦୁଇ ଜନନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା I ଏହି ସଭାରେ ବରିଷ୍ଠ ଅଧ୍ୟାପକ ଲଷ୍ମୀଧର ପ୍ରଧାନ, ଶିକ୍ଷାବିତ ବିଜୟ କୁମାର ପତି, ବଂଶୀଧର ଆଚାର୍ଯ୍ୟ, ବିଭୁତି ଭୂଷଣ ଲେଙ୍କା, ଶଙ୍କର୍ଷଣ ଦାସ, ସତ୍ୟବାଦୀ ଦାସ, ସତ୍ୟବାଦୀ ସାହୁ, ସଞ୍ଜୟ କୁମାର ସମାନ୍ତସିଂହାର, ପ୍ରତାପ କୁମାର ରାଉତରାୟ ଓ ଅଜୟ କୁମାର ପତି ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଗାନ୍ଧିଜୀ ସେବା, ତ୍ୟାଗ,ସାହସୀ ସରଳତା ଓ ଅହିଂସାର ପୁଜାରିଥିଲେ , ଶାସ୍ତ୍ରିଜୀ ଶାନ୍ତିର ଦେବଦୁତ, ସୈନିକ ଓ କୃଷକ ଗୁରୁତ୍ୱ ତଥା ଉନ୍ନତି ପାଇଁ ଜୟ ଯବାନ ଜୟ କିସାନ ଆହ୍ୱାନ ଦେଇଥିବା ସହିତ ରାଷ୍ଟ୍ର ନିର୍ମାଣରେ ଗୁରୁତ୍ୱ ଭୂମିକା ଗ୍ରହଣ କରିଥିଲେ ବୋଲି ମତବ୍ୟକ୍ତ କରିଥିଲେ I ଶେଷରେ ପାଠାଗାରର ସମ୍ପାଦକ ସୁରେନ୍ଦ୍ର କୁମାର ରାୟ ଧନ୍ୟବାଦ ଅର୍ପଣ କରିଥିଲେ I
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...