ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ମା ରାମଚଣ୍ଡୀ ୟୁଥ୍ କ୍ଲବ୍ ପକ୍ଷରୁ ଯୁବ ସାମ୍ବାଦିକ ଙ୍କୁ ସମ୍ବର୍ଦ୍ଧିତ

News Prime Odisha | 10 Oct 2026 | 5 min read | 121 views

pozecon
News Prime Odisha
ପାରାଦ୍ଵୀପ ( ଏନ. ପି.ଓ ) : ମା ରାମଚଣ୍ଡୀ ୟୁଥ୍ କ୍ଲବ୍ ପକ୍ଷରୁ ଯୁବ ସାମ୍ବାଦିକ ସିଦ୍ଧେଶ୍ୱର ସ୍ବାଇଁ ଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଶ୍ରୀ ସ୍ବାଇଁ ଦିର୍ଘ ବର୍ଷ ହେଲା ବିଭିନ୍ନ ଗଣମାଧ୍ୟମ ସଂସ୍ଥା ରେ ରହି ସ୍ଥାନୀୟ ପାରାଦ୍ଵୀପ ଓ କୁଜଙ୍ଗ ଅଞ୍ଚଳର ସମସ୍ୟା କୁ ଲୋକଲୋଚନକୁ ଆଣିବା ସହିତ ପ୍ରଶାସନ ଦ୍ବାରା ଏହାକୁ ସମାଧାନ କରିବାରେ ପ୍ରମୁଖ ଭୁମିକା ଗ୍ରହଣ କରିଛନ୍ତି । କରୋନା ସମୟରେ ଲୋକମାନଙ୍କ ନିକଟରେ ପହଞ୍ଚି ସେମାନଙ୍କୁ ସହଯୋଗ କରିବା ସହିତ ଏହି ମହାମାରୀ ରୁ ସୁରକ୍ଷିତ ଏବଂ ସଚେତନ ରହିବା ପାଇଁ ସଚେତନତା ସୃଷ୍ଟି ରେ ସହାୟକ ହୋଇଥିଲେ । ତାଙ୍କର ଏହି ପ୍ରଶଂସନୀୟ କାର୍ଯ୍ୟକୁ ପାରାଦ୍ଵୀପ ଗଡ଼ ପଞ୍ଚାୟତ ନିମିଢି ଗ୍ରାମରେ ଥିବା ମା ରାମଚଣ୍ଡୀ ୟୁଥ୍ କ୍ଲବ୍ ପକ୍ଷରୁ ପ୍ରଶଂସା କରିବା ସହିତ ସମ୍ବର୍ଦ୍ଧିତ କରାଯାଇଛି । କ୍ଲବ ର ୧୯ ତମ ବାର୍ଷିକ ଉତ୍ସବ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କ୍ଲବ ସଭାପତି ଭାସ୍କର ସାହୁ , ସମ୍ପାଦକ ଚିଣ୍ଟୁନା ରାଉତ,କୋଷାଧକ୍ଷ ଆଲୋକ ପ୍ରଧାନ, ଉପଦେଷ୍ଟା ମନୋଜ କୁମାର ସ୍ୱାଇଁ ଙ୍କ ସମେତ କ୍ଲବ୍ ର ସମସ୍ତ ସଦସ୍ୟ ଉପସ୍ଥିତ ରହି ଯୁବ ସାମ୍ବାଦିକ ସିଦ୍ଧେଶ୍ୱର ସ୍ବାଇଁ ଙ୍କୁ ଉତ୍ତରୀୟ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...