ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଆଜି ପ୍ରଥମଥର ପାଇଁ ନିଜ ନିଜର ମନପସନ୍ଦର ପ୍ରାର୍ଥୀ ବାଛୁଛନ୍ତି ଛାତ୍ରଛାତ୍ରୀ

News Prime Odisha | 15 Oct 2026 | 4 min read | 229 views

pozecon
News Prime Odisha
ପାରାଦ୍ଵୀପ ( ଏନ. ପି.ଓ ) : ଦୀର୍ଘ ୮ ବର୍ଷ ପରେ ହେଉଛି ଛାତ୍ର ସଂସଦ ନିର୍ବାଚନ । ଆଜି ପ୍ରଥମଥର ପାଇଁ ନିଜ ନିଜର ମନପସନ୍ଦର ପ୍ରାର୍ଥୀ ବାଛୁଛନ୍ତି ଛାତ୍ରଛାତ୍ରୀ । ପାରାଦ୍ୱୀପ ମହାବିଦ୍ୟାଳୟରେ ଶାନ୍ତି, ଶୃଙ୍ଖଳାର ସହିତ ଚାଲୁଛି ଛାତ୍ର ସଂସଦ ନିର୍ବାଚନ । ଛାତ୍ରଛାତ୍ରୀମାନେ ନିଜ ନିଜର ଆଇକାର୍ଡ ଦେଖାଇ ଶ୍ରେଣୀ ଗୃହକୁ ପ୍ରବେଶ କରି ନିଜର ମନପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଉଛନ୍ତି । ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପାରାଦ୍ୱୀପ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । କଲେଜ ଗେଟ ସମ୍ମୁଖରେ ପୋଲିସ ମୃତୟନ ହୋଇଥିବା ବେଳେ ବିଭିନ୍ନ ଛକ ମାନଙ୍କରେ ମଧ୍ୟ ପୋଲିସ ମୃତୟନ ହୋଇଛନ୍ତି । ପ୍ରାର୍ଥୀ ମାନେ ଗେଟ ସମ୍ମୁଖରେ ନିଜ ନିଜର ସମର୍ଥକଙ୍କୁ ନେଇ ଛିଡା ହୋଇ ପୁସିଙ୍ଗ କାର୍ଡ ଦେଇ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଦେବା ପାଇଁ କ‌ହୁଛନ୍ତି । ତେବେ ଦିନ ଦୁଇଟା ପର୍ଯ୍ୟନ୍ତ ଚାଲିବ ମତଦାନ । ସଂନ୍ଧ୍ୟା ସମୟରେ ଫଳାଫଳ ପ୍ରକାଶ ପାଇବ । ଫଳାଫଳ ନିଜ ସପକ୍ଷରେ ଜିବାକୁ ନେଇ ଆଶାବାଦୀ ଅଛନ୍ତି ପ୍ରାର୍ଥୀ, ପ୍ରାର୍ଥୀନୀମାନେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...