ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଛାତ୍ର ଆଇନ ସାକ୍ଷରତା କ୍ଲବରେ ଆଇନ ସାକ୍ଷରତା କାର୍ଯ୍ୟକ୍ରମ

sumanta swain | 17 Oct 2026 | 5 min read | 93 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଜଗତସିଂହପୁର ବ୍ଲକ ଅନ୍ତର୍ଗତ କାଦୁଅପଡାସ୍ଥିତ ଗାଦିବ୍ରମ୍ହ ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଛାତ୍ର ଆଇନ ସାକ୍ଷରତା କ୍ଲବରେ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସାକ୍ଷରତା କ୍ଲବ ଏବଂ ଜାତୀୟ ଆଇନ ସେବା ପ୍ରାଧିକରଣର ଆଇନ ସେବା ପ୍ରାଧିକରଣ ମାଧ୍ୟମରେ ବିପର୍ଯ୍ୟୟ ପୀଡ଼ିତଙ୍କୁ ଆଇନଗତ ସେବା ଯୋଜନା, ୨୦୧୦ ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ, ବରିଷ୍ଠ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସ୍ଵାଗତ ଭାଷଣ ଦେଇଥିଲେ । ଏହା ପରେ ଆଇନ ସେବା ପ୍ରାଧିକରଣ ସଚିବ ଏହି କାର୍ଯ୍ୟକ୍ରମର ଆଭିମୁଖ୍ଯ ବିଷୟରେ ଆଲୋଚନା କରିବା ସହ ବିଦ୍ୟାଳୟରେ ଆଇନ ସାକ୍ଷରତା କ୍ଲବ କିପରି କାର୍ଯ୍ୟ କରିଥାଏ ଏବଂ ବିଦ୍ୟାର୍ଥୀଙ୍କ ଜରିଆରେ ତୃଣ ମୂଳ ସ୍ତରରେ କିପରି ଆଇନ ସାକ୍ଷରତା ସ୍ତୃଷ୍ଟି କରିହେବ ଏହି ବିଷୟରେ ଆଲୋଚନା କରିବା ସହ ପ୍ରାକୃତିକ ବିପର୍ଜୟର ଶିକାର ହେଉଥିବା ବ୍ୟକ୍ତିଙ୍କୁ କିପରି ଆଇନ ସେବା ଦିଆଯାଇପାରିବ ଏହି ବିଷୟରେ ସଚିବ ବିସ୍ତ୍ରୁତ ଭାବେ ସଚେତନ କରାଇଥିଲେ । ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...