ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଆଜି ଠାରୁ ସମୁଦ୍ର ଭିତରେ ମାଛ ଧରା ଉପରେ ଲାଗିଲା କଟକଣା

News Prime Odisha | 01 Nov 2026 | 5 min read | 59 views

pozecon
News Prime Odisha
ପାରାଦ୍ଵୀପ ( ଏନ. ପି.ଓ ) : ସମୁଦ୍ର ଭିତରେ ମାଛ ଧରା ଉପରେ କଟକଣା ଲାଗୁ କଲେ ସରକାର । ଯାହାକୁ ନେଇ ଏବେ ଚିନ୍ତା ରେ ମତ୍ସ୍ୟଜୀବି । କଇଁଛ ସୁରକ୍ଷା ପାଇଁ ନଭେମ୍ବର ୧ ରୁ ମଇ ୩୧ ଯାଏ ଉପକୂଳ ରୁ ସମୁଦ୍ର ଭିତରକୁ ମାଛ ଧରିବା ରେ କଟକଣା ଜାରି କଲେ ସରକାର । ସମୁଦ୍ର କୂଳ ରୁ ୨୦ କିଲୋମିଟର ପର୍ଯ୍ୟନ୍ତ କୌଣଷି ଯନ୍ତ୍ର ଚାଳିତ ଡଙ୍ଗା କି ଟ୍ରଲର ଧରି ପାରିବେ ନାହିଁ ମାଛ । କାରଣ ଏହି ସମୟ ରେ ଦୂର ସମୁଦ୍ର ରୁ କୂଳକୁ ଅଣ୍ଡା ଦାନ କରିବାକୁ ଆସୁଛନ୍ତି ଲକ୍ଷ୍ୟ ଲକ୍ଷ୍ୟ କଇଁଛ । ସେମାନଙ୍କ ସୁରକ୍ଷା କୁ ପ୍ରାଧାନ୍ୟ ଦେଉଛନ୍ତି ସରକାର । ଓଡିଶା ର ଧାମରା , ଦେବୀ , ଋଷିକୁଲ୍ୟା ଓ ବରୁଣେଇ ମୁହାଣ ମୁହଁ ରେ ଏଭଳି ପ୍ରତିବନ୍ଧକ ଲଗାଇଛନ୍ତି ସରକାର । ଏହି କଟକଣା କୁ ମାନି ଅନେକ ମତ୍ସ୍ୟଜୀବୀ ଚାଲୁଥିବା ବେଳେ ସମୁଦ୍ର ଭିତରେ ସେପରି କିଛି ସୀମା ନିର୍ଦ୍ଧାରଣ ର ବ୍ୟବସ୍ତା କରାଯାଇନଥିବା ବେଳେ ଅନେକ ମତ୍ସ୍ୟଜିବୀ ବାଟ ହୁଡ଼ି ମତ୍ସ୍ୟ ବିଭାଗ , ବନ ବିଭାଗ ଓ ତଟରକ୍ଷୀ ଙ୍କ ଦ୍ଵାରା ଗିରଫ ମଧ୍ଯ ହେଉଛନ୍ତି । ସେହିପରି ପ୍ରତିବର୍ଷ ବରମ୍ବାର ବାତ୍ୟା , ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହିବା କାରଣରୁ ଅନେକ ଦିନ ମାଛ ଧରିବା ରେ ମଧ୍ୟ ସମସ୍ୟା ଭୋଗ କରୁଛନ୍ତି ମତ୍ସ୍ୟଜୀବି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...