ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ପାରାଦୀପ ପୋର୍ଟ ବଣିକ ସଙ୍ଘ ସଦସ୍ୟ ଡା. ହୃଦାନନ୍ଦ ସାହୁ ଙ୍କ ବିୟୋଗରେ ଶୋକ ସଭା

sumanta swain | 01 Oct 2026 | 3 min read | 29 views

pozecon
News Prime Odisha
ପାରାଦ୍ୱୀପ ( ଏନ. ପି.ଓ ) : ପାରାଦୀପ ପୋର୍ଟ ବଣିକ ସଙ୍ଘ ର ବରିଷ୍ଠ ସଦସ୍ୟ ତଥା ବଡ ପଡିଆ ମାର୍କେଟ ର ପୁରାତନ ହୋମିଓପାଥି ଡାକ୍ତର ହୃଦାନନ୍ଦ ସାହୁ ଙ୍କ ୮୨ ବୟସରେ ଗତ ସେପ୍ଟେମ୍ବର ୨୪ ତାରିଖରେ ପରଲୋକ ହୋଇଯାଇଛି l ତାଙ୍କ ବିୟୋଗ ରେ ବଣିକ ସଂଘ ପକ୍ଷରୁ ଏକ ଶୋକ ସଭା ସଙ୍ଘ ପରିସରରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସଂଘର ସଭାପତି ଅମୀୟ କୁମାର ପାଣି, ସମ୍ପାଦକ ଗୋଲେଖ ଚନ୍ଦ୍ର ସାହୁ, ଶମ୍ଭୁନାଥ ଖୁଣ୍ଟିଆ, ଶିଶିର କୁମାର ନାୟକ, ତାପସ ପରିଜା, ପ୍ରୀତିରଞ୍ଜନ ମହାପାତ୍ର, ପ୍ରକାଶ ନାୟକ, ଶକ୍ତିକାନ୍ତ ଦାସ, ଜିତେନ୍ଦ୍ର ଦାସ, ସତ୍ୟବ୍ରତ ନାୟକ ଦିନେଶ ସ୍ୱାଇଁ ଙ୍କ ସମେତ ଶତାଧିକ ବ୍ୟବସାୟୀ ଯୋଗଦେଇ ତାଙ୍କ ଫୋଟଚିତ୍ରରେ ମାଲ୍ୟାର୍ପଣ କରି ସ୍ମୃତିଚାରଣ କରିଥିଲେ l ତାଙ୍କ ଆତ୍ମାର ସଦଗତି ନିମନ୍ତେ ସମସ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ l
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...