ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ଗୁରୁତର ଆହତ ମାନସିକ ଭିନ୍ନକ୍ଷମ ଙ୍କ ସମେତ ୭ ଜଣଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡେସନ ❯❯ ପାରାଦୀପ ବନ୍ଦରର ଅବସରପ୍ରାପ୍ତ ଅଧିକାରୀ ବିଭୂତି ଭୂଷଣ ମହାନ୍ତିଙ୍କ ପରଲୋକ ❯❯ ନବରଙ୍ଗପୁର ଜିଲ୍ଲା ରେ ବେଆଇନି ମଦ ବିକ୍ରି କୁ ବିରୋଧ, ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରିଲେ ଶତାଧିକ ମହିଳା। ❯❯ ଏଫସିଆଇ ୟୁନିଅନ ଦ୍ବାରା ବର୍ଦ୍ଧିତ ୧୩୨ ଟଙ୍କା କୁ ପ୍ରତ୍ୟାଖ୍ୟାନ କଲା ପାରାଦ୍ଵୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ । ❯❯ ପାରାଦ୍ୱୀପ ରେ ଭୁଶୁଡି ପଡିଛି ଟ୍ରାଫିକି ବ୍ୟବସ୍ତା,ଦୁର୍ଘଟଣା ରେ ଚାଲି ଯାଉଛି ନିରୀହ ଜୀବନ ❯❯ ପାରାଦୀପରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ❯❯ ରାଜ୍ୟ ଦୃଷ୍ଟିବାଧିତ ଓ ପାରା ଜୁଡୋ ଚମ୍ପିୟନସିପ୍ ଉଦଯାପିତ ❯❯ ଅଭିନୟ ଜଗତରେ ନିଷ୍ଠା, ସାଧନା ଓ ସମର୍ପଣର ପାଇଁ ବିଶିଷ୍ଟ ଅଭିନେତା ଶ୍ରୀ ଶ୍ରୀମନ୍ ନାରାୟଣ ମିଶ୍ର ଓଲିଉଡ଼୍ ନିଉଜ ଦ୍ୱାରା ସମ୍ବର୍ଦ୍ଧିତ ❯❯ ଦିଲ୍ଲୀ ପବ୍ଲିକ ସ୍କୁଲର ମୂନ କାର୍ଯ୍ୟକ୍ରମରେ କୂଟନୀତି, ନେତୃତ୍ୱ ଓ ବିଶ୍ୱସ୍ତରୀୟ ଦୃଷ୍ଟିକୋଣ ଉତ୍ସବ ❯❯ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ ❯❯

ଜଗତସିଂହପୁର ଜିଲ୍ଲା ଯୁବ କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ

News Prime Odisha | 20 Sep 2026 | 4 min read | 44 views

pozecon
News Prime Odisha
ଜଗତସିଂହପୁର ( ଏନ. ପି.ଓ ) : ଜଗତସିଂହପୁର ସ୍ଥିତ ସ୍ଥାନୀୟ ଟାଉନ ହଲ ଠାରେ ଜିଲ୍ଲା ଯୁବ କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲା ଯୁବ କଂଗ୍ରେସ ସଭାପତି କୁମାର ପ୍ରୀତମ ପରିଜା ଙ୍କ ସଭାପତିତ୍ୱ ରେ ଆୟୋଜିତ ବୈଠକରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ଯୁବ କଂଗ୍ରେସ ସଭାପତି ରଂଜିବ ପାତ୍ର, ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର,
ଜିଲ୍ଲା କଂଗ୍ରେସ ସଭାପତି ଦେବ ପ୍ରସାଦ ନାୟକ, ରାଜ୍ୟ ସମ୍ପାଦକ ଅଜୟ କୁମାର ସାହୁ, ନଗର କଂଗ୍ରେସ ସଭାପତି ପ୍ରଶାନ୍ତ ମହାପାତ୍ର ପ୍ରମୁଖ ଯୋଗ ଦେଇ ଆଗାମୀ ଦିନରେ କଂଗ୍ରେସ ଦଳକୁ ସୁଦୃଢ କରିବା ପାଇଁ ଯୁବ ପିଢ଼ି ମାନଙ୍କୁ ନେଇ କଂଗ୍ରେସ ଦଳ ଆଗକୁ ବଢିବ ବୋଲି ଅତିଥିମାନେ କହିଛନ୍ତି। ଏହା ସହିତ ପ୍ରିୟ ନେତା ରାହୁଲ ଗାନ୍ଧୀ ଙ୍କ ନେତୃତ୍ୱରେ ଜିଲ୍ଲା ଓ ରାଜ୍ୟରେ କଂଗ୍ରେସ ସଂଗଠିତ ହୋଇ କାମ କରିବାକୁ ଆହ୍ୱାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ୮ ଟି ବ୍ଲକ ଓ ଦୁଇଟି ମ୍ୟୁନିସିପାଲଟି ର କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...