ନୂଆ ଖବର ସବୁ ପଢ଼ିଛି
ଲୋଡ୍ ହେଉଛି...
ଈଶ୍ବରଙ୍କ ବ୍ୟତୀତ କାହାକୁ ଡରେନା | ସ୍ପଷ୍ଟ ଓ ନିରପେକ୍ଷତା ଆମର ପ୍ରୟାସ
Latest News
ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ❯❯ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ଯମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ ❯❯ ସମାଜର ଅମୂଲ୍ୟ ସମ୍ପଦ : ବରିଷ୍ଠ ନାଗରିକ ❯❯ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ୨୦୨୬ ପାଳିତ ❯❯ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ❯❯ ଦିନରେ ଚରାଉଥିଲେ ଛେଳି ଓ ଘୁସୁରି , ଆଉ ରାତି ହେଲେ କବାଟ ତାଡି କରୁଥିଲେ ସୁନା ଓ ଟଙ୍କା ଲୁଟ୍ ❯❯ ବିଭିନ୍ନ ଦଫା ଦାବି ନେଇ ଗାଁ ସାଥି ସଙ୍ଘର ବୈଠକ, ଯୋଗଦେଲେ ୪ ଟି ଜିଲ୍ଲାର ଶତାଧିକ ଗାଁ ସାଥି ❯❯ ଅଜଣା ଗାଡି ଧକ୍କାରେ ଯୁବକ ମୃତ୍ୟୁ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ ❯❯ କଂଗ୍ରେସର ଭୋଟ ବଞ୍ଚାଅ ଦେଶ ବଞ୍ଚାଅ ଅଭିଯାନ ତଥା ଚୌପାଲ ବୈଠକ ଅନୁଷ୍ଠିତ । ❯❯ ଆଦିଦେବ ଏଣ୍ଟରଟେନମେଣ୍ଟ ର ସିଜନ-୨ ପାରମ୍ପରିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଅଡିସନ ❯❯

ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ବୋରିକିନା ଠାରେ ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା।

sumanta swain | 13 Nov 2026 | 6 min read | 21 views

pozecon
News Prime Odisha
ବାଲିକୁଦା ( ଏନ. ପି.ଓ ) : ଜଗତସିଂହପୁର ଜିଲ୍ଲା ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ର୍ ବୋରିକିନା ଠାରେ ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ବିଜେଡି ସୁପ୍ରିମ ତଥା ପୁର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ଆହ୍ୱାନ କ୍ରମେ ଏହି ଜନ ସମ୍ପର୍କ ପଦଯାତ୍ରା ରେ ରାଜ୍ୟ ଉପ ସଭାପତି ବବି ଦାସ, ଜଗତସିଂହପୁର ପୂର୍ବତନ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ସାରଦା ପ୍ରସନ୍ନ ଜେନା ଙ୍କ ସହ ଶତାଧିକ କର୍ମୀ ମାନେ ଯୋଗ ଦେଇ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ନାରା ଦେଇଥିଲେ । ରାଜ୍ୟ ସରକାର ଙ୍କ ଶାସନ ବ୍ୟବସ୍ଥା ରେ ଅବ୍ୟବସ୍ଥା, ଆଇନି ଶୃଙ୍ଖଳା ବିପର୍ଯ୍ୟସ୍ତ, ପ୍ରାକୃତିକ ବିପର୍ଯୟ ମୁକାବିଲା ରେ ବିଫଳତା, ମଣ୍ଡି ର ଅବ୍ୟବସ୍ତା ଓ ବୃଦ୍ଧ ବୃଦ୍ଧା ମାନେ ଭତ୍ତା ପାଇବାରୁ ବଞ୍ଚିତ, ଏହି ସବୁ ସମସ୍ୟା କୁ ନେଇ ବିଜୁ ଜନତା ଦଳ ପକ୍ଷରୁ ଏହି ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବା ସହିତ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ତେବେ ଆଗକୁ ପଂଚାୟତ ନିର୍ବାଚନ ଥିବାରୁ ଦଳ ସଙ୍ଗଠିତ ହୋଇ କାମ କରିବା ସହିତ ପଂଚାୟତ ନିର୍ବାଚନ ରେ ଲୋକମାନେ ଏହାର ଉଚିତ ଜବାବ ଦେବେ । ଡବଲ ଇଞ୍ଜିନ ସରକାର ଡବଲ ଧୋକା ହେଇଛି ବୋଲି ବିଧାୟକ ସାରଦା ଜେନା କହିଥିବା ବେଳେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ରେ ନେତା ବିକ୍ରି ହୋଇ ଯାଇଛନ୍ତି ବୋଲି ପ୍ରଶାନ୍ତ କୁମାର ମୁଦୁଲି କହିଛନ୍ତି ।
© 2026 News Prime Odisha | Content is protected under the Copyright Act, 1957

Comments (0)

Loading comments...